Tag Archives: Local News

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ସମ୍ମାନିତ କରିବେ ରାଜ୍ୟ ସରକାର। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬…

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଗୁରୁବାର ବଡ଼ଦିନଠାରୁ ରାଜ୍ୟରେ ଥଣ୍ଡାର ପରିମାଣ ଆହୁରି ବଢ଼ିବ। ୭ଦିନ…

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ ମଦ ଭାଟି (ସମାଗୁଡ଼ା) ଠାରେ ବୁଧବାର ସାପ୍ତାହିକ ହାଟରେ ଅଭାବନୀୟ ଜନଗହଳି ଦେଖିବାକୁ ମିଳିଛି।…

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ମାସ ୨୭ ଓ ୨୮ ତାରିଖ…

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି। ଏଥିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.କମ୍ବୁ ପାଣି ସାମନ୍ତ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ…

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟ ନେଇ ସେମାନଙ୍କୁ ବିଭିନ୍ନ ପ୍ରକାରର ସୁଯୋଗ ଏବଂ…

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ ସମାରୋହର ଦ୍ବିତୀୟ ଦିବସ କାର୍ଯ୍ୟକ୍ରମରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟଅତିଥି ଭାବେ…

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ମା’ଙ୍କ ଦର୍ଶନ ନମନ୍ତେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଲାଗି ରହିବ।…

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି ହୋମ, ପୂଜାର୍ଚ୍ଚନା କରିବା ସହ ଧାନମଣ୍ଡି ଶୁଭାରମ୍ଭ କରିଥିଲେ । ଦିଗପହଣ୍ଡି ବିଧାୟକ ଡ.…

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ ୨ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କେ. ନୂଆଗାଁ ଥାନା…

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ଏମ୍‌ଏନ୍‌ ପେଟା ଗ୍ରାମର କାନ୍ତା ରାଓ ଏବଂ ତାଙ୍କ ପତ୍ନୀ-ଝିଅ। ସୂଚନାନୁଯାୟୀ,ଗତ…

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା ଜଣଙ୍କ ହେଲେ ଅମ୍ବାଦଳା ଥାନା ଅମ୍ଲାଭଟା ପଞ୍ଚାୟତ ଷ୍ଟେଶନ କୁମୁଡ଼ାବାଲି ଗ୍ରାମର ଚନ୍ଦନ ତୁଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?