ଡ୍ୟୁଟି ସାରି ବାଇକ୍ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ
ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦) ଏକ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ମୁତାବକ, କିଶୋର…
ଜେଲ୍ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…
ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର…
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…
ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍ଷ୍ଟାଣ୍ଡ ପାଇଁ…
ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର ପାଣିଗ୍ରାହୀ। ମଙ୍ଗଳବାର ଭୁବନେଶ୍ୱରସ୍ଥିତ ବିଧାନସଭା ଭବନରେ ଅନୁଷ୍ଠିତ ‘Committee on Papers Laid…
କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ
କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ପିଏମ୍ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ…
ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…
ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହାଇସ୍କୁଲ ମିନିଷ୍ଟାଡିୟମରେ ଦ୍ୱି-ଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ଶନିବାର ଆନୁଷ୍ଠାନିକ ଭାବେ ଉଦଘାଟିତ…
ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…
ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ ମୁଖ୍ୟ…
କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…
ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ ପରିଣତ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅକରୁଆ ପଞ୍ଚାୟତର ବଡ଼ସାହିଠାରୁ କେନ୍ଦୁଗୁଡ଼ାକୁ…
ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…
ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର ସମସ୍ତ ସରକାରୀ ହେଡ଼କ୍ୱାଟର୍ସ କାର୍ଯ୍ୟାଳୟରେ ବିଭିନ୍ନ ଅଧିକାରୀମାନେ ଜାତୀୟ ପତାକା ଉତ୍ତୋଳନ କରିବା…
ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ
ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…
ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…
ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ ଓରଫ ପାର୍ଥ (୪୮ ବର୍ଷ)ଙ୍କର ଅକାଳ ବିୟୋଗ ଘଟିଛି। ଜଣେ ମେଳାପୀ, ସହଯୋଗୀ…
ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ
ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସଆରଟିସି)ର ଏକ ଭଲଭୋ ବସ୍ ‘ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍’ (ଓଡି-୦୨-ସିଆଇ-୨୫୫୭)…

