‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’ କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଛି। ପ୍ରାରମ୍ଭିକ ଭାଷଣରେ ଅଧ୍ୟକ୍ଷ କହିଛନ୍ତି, ବିଦ୍ୟୁତ୍ ମାସକୁ ୩ ଲକ୍ଷ…