ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା
ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ ସ୍ତରୀୟ ସକ୍ରିୟ ସଦସ୍ୟ, ମଣ୍ଡଳ ସଭାପତି, ବିଭିନ୍ନ କର୍ମକର୍ତ୍ତାମାନଙ୍କୁ ନେଇ ଏହି ବୈଠକ...


