ଲକଡାଉନ ଗୁଜବ ମଧ୍ୟରେ ଜବାବ ଦେଲେ କେନ୍ଦ୍ର ସରକାର, ପେଟ୍ରୋଲିୟମ ମନ୍ତ୍ରୀ କହିଲେ….. ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁଁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି । ଏହାରି ଭିତରେ କେନ୍ଦ୍ରସରକାରଙ୍କ ବୟାନ ସାମ୍ନାକୁ ଆସିଛି । କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି ଯେ ଲକଡାଉନ ହେବାର ଗୁଜବ ସମ୍ପୂର୍ଣ୍ଣ…