ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ! ବିରୋଧୀ ହେଉଛନ୍ତି ସଜବାଜ
ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…
ଲୋକ ସଭାରେ ଏସ୍ଆଇଆର୍ ଆଲୋଚନା ୯ରେ
ନୂଆଦିଲ୍ଲୀ,୩ା୧୨(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଉପରେ ୯ ତାରିଖରେ ଲୋକ ସଭାରେ ଆଲୋଚନା ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ଏସ୍ଆଇଆର୍ ଉପରେ ଆଲୋଚନା ଦାବିରେ ବିରୋଧୀ ୨ ଦିନ ଧରି…
‘ଏମପିଙ୍କଠାରୁ ଆଦାୟ କରାଯାଉ,’ ଲୋକ ସଭାରେ ୩୭ ଘଣ୍ଟା ଚର୍ଚ୍ଚାକୁ ନେଇ କାହିଁକି ଏମିତି ଦାବି ରଖିଲେ ଏମପି? ହେଉଛି ଖୁବ ଚର୍ଚ୍ଚା
ନୂଆଦିଲ୍ଲୀ,୨୧।୮: ଲୋକ ସଭାରେ ଆଲୋଚନା ପାଇଁ ୧୨୦ ଘଣ୍ଟା ସ୍ଥିର କରାଯାଇଥିଲା, କିନ୍ତୁ କେବଳ ୩୭ ଘଣ୍ଟା ଆଲୋଚନା ହୋଇପାରିଥିଲା। ଏହାର ଏକ ବଡ଼ ଅଂଶ ଅପରେଶନ ସିନ୍ଦୂର ଉପରେ ଆଲୋଚନା ପାଇଁ ଥିଲା। ଅଧିକାଂଶ ସମୟ ହଟ୍ଟଗୋଳରେ ବିତିଥିଲା, ଯାହା…
ଛୋଟ ଅପରାଧରେ ଦଣ୍ଡ ବ୍ୟବସ୍ଥା ଉଚ୍ଛେଦ କରାଯିବ, ଆଜି ଲୋକ ସଭାରେ ଆଗତ ହେବ ଜନ ବିଶ୍ୱାସ ବିଲ ୨.୦
ନୂଆଦିଲ୍ଲୀ,୧୮।୮: ଜନ ବିଶ୍ୱାସ (ସଂଶୋଧନ) ବିଲ, ୨୦୨୫ (୨.୦), ଯାହା ଜୀବନ ଏବଂ ବ୍ୟବସାୟକୁ ସହଜ କରିବା ଲକ୍ଷ୍ୟରେ କିଛି ଛୋଟ ଅପରାଧରେ ଦଣ୍ଡ ବ୍ୟବସ୍ଥାକୁ ଉଚ୍ଛେଦ କରିଥାଏ, ଏହାକୁ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋମବାର ଲୋକ…
୨୨ ଏପ୍ରିଲର ପ୍ରତିଶୋଧ ୨୨ ମିନିଟ୍ରେ ନେଇଛୁ-ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି, ଲୋକ ସଭାରେ କହିଲେ…
ନୂଆଦିଲ୍ଲୀ,୨୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ପହଲଗାମ ଏବଂ ଅପରେସନ ସିନ୍ଦୂର ଉପରେ ଆଲୋଚନାରେ ଭାଗ ନେଇଛନ୍ତି। ମଙ୍ଗଳବାର ସଦନରେ ମୋଦି କହିଛନ୍ତି ଯେ ସେ ଭାରତର ପକ୍ଷ ରଖିବା ପାଇଁ ଏବଂ ଯେଉଁମାନେ ଭାରତର ପକ୍ଷ ଦେଖି ପାରୁନାହାନ୍ତି,…
ଅପରେଶନ ସିନ୍ଦୂରକୁ ନେଇ ୩ ଶବ୍ଦରେ ବିରୋଧିଙ୍କୁ ଜବାବ ଦେଲେ ରାଜନାଥ
ନୂଆଦିଲ୍ଲୀ,୨୮।୭: ଲୋକ ସଭାରେ ଅପରେଶନ ସିନ୍ଦୂର ଉପରେ ଆଲୋଚନା ଆରମ୍ଭ ହୋଇଛି। ଗୃହରେ ପ୍ରାରମ୍ଭିକ ହଟ୍ଟଗୋଳ ପରେ, ଏବେ ୧୬ ଘଣ୍ଟାର ବିତର୍କ ଆରମ୍ଭ ହୋଇଛି, ଯାହା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆରମ୍ଭ କରିଥିଲେ। ଏହି ସମୟରେ ସେ ଅପରେଶନ…
ଏମ୍ପିଙ୍କ ଦରମା ବୃଦ୍ଧି କଲେ କେନ୍ଦ୍ର ସରକାର: ଏଣିକି ମାସକୁ ମିଳିବ ଏତିକି ଦରମା
ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର ସୋମବାର ଏମ୍ପିଙ୍କ ଦରମା ବୃଦ୍ଧି ଘୋଷଣା କରିଛନ୍ତି। ୧ ଏପ୍ରିଲ ୨୦୨୩ରୁ ଏମପିମାନେ ୧ ଲକ୍ଷ ଟଙ୍କା ବଦଳରେ ୧.୨୪ ଲକ୍ଷ ଟଙ୍କା ଦରମା ପାଇବେ। ସରକାରଙ୍କ ଦ୍ୱାରା ଏମ୍ପିଙ୍କ ପେନସନ ଏବଂ ଭତ୍ତା ମଧ୍ୟ ବୃଦ୍ଧି…
ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି
ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…
ରାହୁଲଙ୍କୁ ଟାର୍ଗେଟ୍ କଲେ ମୋଦି, କହିଲେ ଛଟ୍ପଟ୍ ହେଉଛନ୍ତି କଂଗ୍ରେସ ନେତା
ନୂଆଦିଲ୍ଲୀ, ୨ା୭: ସଂସଦରେ ଲୋକସଭା ଅଧିବେଶନ ଜାରି ରହିଛି । ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏନ୍ଡିଏର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଏମ୍ପିମାନଙ୍କୁ ସମ଼୍େବାଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…
କେ. ସୁରେଶ କିଏ? କାହିଁକି ବାଚସ୍ପତି ପ୍ରାର୍ଥୀ ପାଇଁ ଚୟନ କଲା ଇଣ୍ଡିଆ ମେଣ୍ଟ
ନୂଆଦିଲ୍ଲୀ, ୨୫।୬: ୧୮ତମ ଲୋକସଭାର ବାଚସ୍ପତି ପଦ ପାଇଁ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ମତଭେଦ ହୋଇଛି । ଯାହାଫଳରେ ଏନ୍ଡିଏ ସମର୍ଥନରେ ଓମ୍ ବିର୍ଲା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ କେ. ସୁରେଶ…
ବିଜେଡି ଇତିହାସରେ ପ୍ରଥମ, ଲୋକ ସଭାରେ ନାହାନ୍ତି କେହି
ଭୁବନେଶ଼୍ବର, ୨୪।୬: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍ପି ମାନେ ଶପଥ ଗ୍ରହଣ କରୁଛନ୍ତି । ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି । ଲୋକ ସଭା…
ଏମ୍ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି…
Archives


