ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି
ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍ ଶୋ’ ପାଇଁ ଗୁରୁବାର…
ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ
ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ ଲୋକସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଘଟଣା ସମୟରେ ସେ ଶିବସେନାର ମୁଖ୍ୟମନ୍ତ୍ରୀ…
‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ
ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମିଡ଼ିଆ ରିପୋର୍ଟ…
ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ
ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ବିଜେଡି ପକ୍ଷରୁ ନୂଆ ମୁହଁ ଭାବେ ଯୁବ ସମାଜସେବୀ ଡା. ଅବିନାଶ ସାମଲ ଓ…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ଯୁବପିଢ଼ି, କୃଷକ ଏବଂ ମହିଳାଙ୍କୁ ‘ମୋଦି ଗ୍ୟାରେଣ୍ଟି’, ଦେଖନ୍ତୁ ୨୦୨୪ ନିର୍ବାଚନ ପାଇଁ କ’ଣ ପ୍ରତିଶ୍ରୁତି ଦେଲା ଭାଜପା
ନୂଆଦିଲ୍ଲୀ,୧୪।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ଏହାର ଇସ୍ତାହାର ପ୍ରକାଶ କରିଛି। ଦଳର ‘ମୋଦି କି ଗ୍ୟାରେଣ୍ଟି’ ସ୍ଲୋଗାନକୁ ଦର୍ଶାଇଥିବା ଏହି ଇସ୍ତାହାରରେ ନରେନ୍ଦ୍ର ମୋଦି ସରକାରଙ୍କ ଦୃଷ୍ଟିକୋଣ ରହିଛି ଏବଂ ସମାଜର ପ୍ରତ୍ୟେକ…
ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ: ଅନେକ ଷ୍ଟାଲୱାର୍ଟଙ୍କ ନାମ ସାମିଲ
ନୂଆଦିଲ୍ଲୀ,୧୩।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ନିତିନ ଗଡକରୀ, ପୀୟୁଷ ଗୋୟଲ ଏବଂ ଅନୁରାଗ ଠାକୁରଙ୍କ ସମେତ ଅନେକ ଷ୍ଟାଲୱାର୍ଟଙ୍କ ନାମ…
ଛିନ୍ଦଓ୍ବାଡ଼ାରୁ ନକୁଳ ନାଥ, ଜାଲୋରରୁ ଲଢ଼ିବେ ବୈଭବ ଗେହଲଟ୍; ଦ୍ୱିତୀୟ ତାଲିକାରେ ୪୩ ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ନୂଆଦିଲ୍ଲୀ,୧୨।୩: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ୪୩ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଏହାପୂର୍ବରୁ ଦଳ ଦ୍ୱାରା ୩୯ ଜଣ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇଥିଲା।…
ଅବାଧ ଓ ମୁକ୍ତ ନିର୍ବାଚନ ଲାଗି କଳାଟଙ୍କା-ମଦ ବ୍ୟବହାର ରୋକିବାକୁ ନିର୍ବାଚନ କମିଶନର ଗୁରୁତ୍ୱ
ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ତାରିଖ ଘୋଷଣା ପୂର୍ବରୁ ପ୍ରସ୍ତୁତି ସମୀକ୍ଷା କରିବାକୁ କେନ୍ଦ୍ରୀୟ ନିର୍ବାଚନ ଆୟୁକ୍ତ ଓଡ଼ିଶା ଆସିଛନ୍ତି। ଗସ୍ତର ତୃତୀୟ ଦିନରେ ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ…
Pakistan Election: ପାକିସ୍ତାନରେ ମତଦାନ ଜାରି; ମୋବାଇଲ-ଇଣ୍ଟରନେଟ୍ ସେବା ବନ୍ଦ
ଇସଲାମାବାଦ,୮।୨: ଆଜି ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୮ ଟାରୁ ମତଦାନ ଆରମ୍ଭ ହୋଇଛି(ଭାରତୀୟ ସମୟ ଅନୁଯାୟୀ ସକାଳ ୮.୩୦)। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଦେଶର ଅନେକ ସହରରେ ମୋବାଇଲ-ଇଣ୍ଟରନେଟ ସେବା ବନ୍ଦ ହୋଇଯାଇଛି।…
ଜି-୨୦ ଶିଖର ସମ୍ମିଳନୀରେ ପ୍ରତି ୬୦ ସେକେଣ୍ଡରେ ହୋଇଥିଲା ୧୬ ଲକ୍ଷ ସାଇବର ଆକ୍ରମଣ: ରାଜେଶ କୁମାର
ନୂଆଦିଲ୍ଲୀ,୩।୧: ଦେଶରେ ସାଇବର ଅପରାଧ ସଂଖ୍ୟା ବଢିବାରେ ଲାଗିଛି। ସାଇବର ଅପରାଧୀ ମାନେ ପ୍ରତିଦିନ ସାଇବର ଆକ୍ରମଣରେ କିଛି ନୂଆ କୌଶଳ ବ୍ୟବହାର କରିଚାଲିଛନ୍ତି। କେବଳ ସାଧାରଣ ଲୋକ ନୁହଁନ୍ତି, ସରକାର ଏବଂ ବିଭିନ୍ନ ଆର୍ଥିକ ପ୍ରତିଷ୍ଠାନ ମଧ୍ୟ ସାଇବର ଆକ୍ରମଣର…
Archives


