Tag Archives: Lok sabha election

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ହୃଦଘାତରେ ଚାଲିଗଲା ୪ ପୋଲିଂ କର୍ମଚାରୀ ଜୀବନ

ଲକ୍ଷ୍ନୌ/ଭୋପାଳ, ୧୯।୫: ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଚାଲିଛି ଭୋଟଗ୍ରହଣ ପ୍ରକ୍ରିୟା। ଭୋଟ ଚାଲିଥିବାବେଳେ ଉତ୍ତର ପ୍ରଦେଶରେ ଦୁଇ ଏବଂ ମଧ୍ୟ ପ୍ରଦେଶରେ ୪ଜଣ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଗୋରଖପୁର ଜିଲାର ମାଧୋପୁର...

ଶେଷ ପର୍ଯ୍ୟାୟ ମତଦାନ ଲାଗି ଆଜି ସରିବ ପ୍ରଚାର

ନୂଆଦିଲ୍ଲୀ,୧୭।୫: ସାଧାରଣ ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ଲାଗି ଶୁକ୍ରବାର ପ୍ରଚାର ଶେଷ ହେବ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମାରାଥନ ରାଲି ଓ ରୋଡ ଶୋ’ କରି ଭୋଟରଙ୍କୁ ହାତେଇବା ପାଇଁ କସରତ ଜାରି ରହିଛି। ପଶ୍ଚମବଙ୍ଗରେ...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ନ୍ୟାଶନାଲ ଇଲେକ୍ସନ ଓ୍ବାଚ୍‌ ଏବଂ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ପକ୍ଷରୁ...

Advertisement
Archives

Model This Week

Why Dharitri