ନୂଆଦିଲ୍ଲୀ,୧୨।୩: ଅନାସ୍ଥା ପ୍ରସ୍ତାବ ଖାରଜ ପରେ ଲୋକସଭା ବାଚସ୍ପତି ଆସନରେ ବସିଛନ୍ତି ଓମ୍ ବିର୍ଲା। ଏହି ଅବସରରେ ବାଚସ୍ପତି ବିରୋଧୀଙ୍କ ପ୍ରତିଟି ଅଭିଯୋଗର ଉତ୍ତର ରଖିଛନ୍ତି। ଗୃହର କୌଣସି ସଦସ୍ୟ ନିୟମ ଊଦ୍ଧର୍ବରେ ନୁହଁନ୍ତି ବୋଲି କହିବା ସହ ଗୃହ କାର୍ଯ୍ୟକୁ…
ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…
ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…
Archives
Model This Week
ପିଲାଙ୍କ ଧରିତ୍ରୀ