Tag Archives: lok sabha

ଏମ୍‌ପିଙ୍କ ଦରମା ବୃଦ୍ଧି କଲେ କେନ୍ଦ୍ର ସରକାର: ଏଣିକି ମାସକୁ ମିଳିବ ଏତିକି ଦରମା

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର ସୋମବାର ଏମ୍‌ପିଙ୍କ ଦରମା ବୃଦ୍ଧି ଘୋଷଣା କରିଛନ୍ତି। ୧ ଏପ୍ରିଲ ୨୦୨୩ରୁ ଏମପିମାନେ ୧ ଲକ୍ଷ ଟଙ୍କା ବଦଳରେ ୧.୨୪ ଲକ୍ଷ ଟଙ୍କା ଦରମା ପାଇବେ। ସରକାରଙ୍କ ଦ୍ୱାରା ଏମ୍‌ପିଙ୍କ ପେନସନ ଏବଂ ଭତ୍ତା ମଧ୍ୟ ବୃଦ୍ଧି…

ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି

ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…

ରାହୁଲଙ୍କୁ ଟାର୍ଗେଟ୍‌ କଲେ ମୋଦି, କହିଲେ ଛଟ୍‌ପଟ୍‌ ହେଉଛନ୍ତି କଂଗ୍ରେସ ନେତା

ନୂଆଦିଲ୍ଲୀ, ୨ା୭: ସଂସଦରେ ଲୋକସଭା ଅଧିବେଶନ ଜାରି ରହିଛି । ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏନ୍‌ଡିଏର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଏମ୍‌ପିମାନଙ୍କୁ ସମ଼୍େବାଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

କେ. ସୁରେଶ କିଏ? କାହିଁକି ବାଚସ୍ପତି ପ୍ରାର୍ଥୀ ପାଇଁ ଚୟନ କଲା ଇଣ୍ଡିଆ ମେଣ୍ଟ

ନୂଆଦିଲ୍ଲୀ, ୨୫।୬: ୧୮ତମ ଲୋକସଭାର ବାଚସ୍ପତି ପଦ ପାଇଁ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ମତଭେଦ ହୋଇଛି । ଯାହାଫଳରେ ଏନ୍‌ଡିଏ ସମର୍ଥନରେ ଓମ୍‌ ବିର୍ଲା ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିରୋଧୀ ମେଣ୍ଟ ଇଣ୍ଡିଆ ପକ୍ଷରୁ କେ. ସୁରେଶ…

ବିଜେଡି ଇତିହାସରେ ପ୍ରଥମ, ଲୋକ ସଭାରେ ନାହାନ୍ତି କେହି

ଭୁବନେଶ଼୍ବର, ୨୪।୬: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି । ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି । ଲୋକ ସଭା…

ଏମ୍‌ପି ଭାବେ ଶପଥ ନେଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ୨୪।୬: ସମ଼୍ବଲପୁର ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବିଜେପି ନେତା ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଲୋକସଭାରେ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । କମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ତାଙ୍କୁ ଶପଥ ପାଠ କରାଇଛନ୍ତି…

ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?