Tag Archives: loka sabha

ଆଗତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌, ମନ୍ତ୍ରୀ କହିଲେ ବେଟିଂ ସହ…

ନୂଆଦିଲ୍ଲୀ,୨୦ା୮: ଲୋକ ସଭାରେ ଉପସ୍ଥାପିତ ହୋଇଛି ଅନ୍‌ଲାଇନ୍‌ ଗେମିଂ ବିଲ୍‌ ୨୦୨୫। ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ବିଲ୍‌ ଉପସ୍ଥାପନ କରିଛନ୍ତି। ବେଟିଂ ସହିତ ଜଡ଼ିତ ଅନ୍‌ଲାଇନ ଟଙ୍କା ଖେଳକୁ ନିଷିଦ୍ଧ କରିବା ଲକ୍ଷ୍ୟରେ ଏହି ବିଲ୍‌ ଆଗତ…

ଓ୍ବକଫ୍‌ ବିଲ୍‌ କେବଳ ଧ୍ରୁବୀକରଣକୁ ପ୍ରୋତ୍ସାହନ-ସମ୍ବିଧାନ ଉପରେ ଆକ୍ରମଣ ପାଇଁ: ସୋନିଆ

ନୂଆଦିଲ୍ଲୀ,୩।୪: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି ଯେ ୱକଫ୍‌ ସଂଶୋଧନ ବିଲ୍‌- ୨୦୨୪ ବୁଧବାର ଲୋକ ସଭାରେ ଗୃହୀତ ହୋଇଛି । ଏହାକୁ ଗୁରୁବାର ରାଜ୍ୟ ସଭାରେ ଆଗତ କରାଯିବ। ଏହି ବିଲ୍‌କୁ ବଳପୂର୍ବକ ଗୃହୀତ କରାଯାଇଛି।…

କଡ଼ା ନିୟମ: ପାର୍ଲାମେଣ୍ଟରେ ଏମ୍‌ପିମାନେ ବ୍ୟବହାର କରିପାରିବେନି ଏସବୁ ଶବ୍ଦ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୬ା୬: ଭାରତରେ ଲୋକ ସଭା ନିର୍ବାଚନ ଫଳାଫଳ ପରେ ୧୮ ତମ ଲୋକ ସଭା ଗଠନ କରାଯାଇଛି। ଦ୍ୱିତୀୟ ଦିନରେ ଘଟିଥିବା ଏକ ଘଟଣା ବହୁ ଚର୍ଚ୍ଚିତ। ବାସ୍ତବରେ ହାଇଦ୍ରାବାଦ ଏମ୍‌ପି ଅସ୍‌ଦୁଦ୍ଦିନ ଓଓ୍ବାଇସି ଲୋକ ସଭାରେ ଶପଥ ଗ୍ରହଣ କରିବା…

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି। ସେ…

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର ଇସ୍ତଫାପତ୍ରକୁ ଏଆଇସିସି ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଦୁଲାଲଙ୍କୁ ସମ୍ବଲପୁର…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର…

ରାଜନୀତିର ହଟ୍‌ସ୍ପଟ୍‌ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା

ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍‌ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି ବଢ଼ିବାରେ…

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର ଲୋକ…

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ କରିଥିବା ବେଳେ କେନ୍ଦୁଝରରୁ ବିନୋଦ ବିହାରୀ ନାୟକ ଏବଂ ଆସିକାରୁ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri