ଲଣ୍ଡନରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆ ଫ୍ଲାଇଟରେ ୫ ଯାତ୍ରୀଙ୍କ ସହ ୨ କ୍ରୁ ମେମ୍ବରଙ୍କ ବିଗିଡ଼ିଲା ସ୍ବାସ୍ଥ୍ୟ ମୁମ୍ବାଇ,୨୪।୬: ଲଣ୍ଡନରୁ ମୁମ୍ବାଇ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ହଠାତ କେତେଜଣ ଯାତ୍ରୀ ଏବଂ କ୍ରୁ ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଥିଲା। ମୁମ୍ବାଇ ବିମାନବନ୍ଦରରେ ଅବତରଣ କରିବା ପରେ ସମସ୍ତଙ୍କୁ ମେଡିକାଲ ରୁମକୁ ନିଆଯାଇଥିଲା, ଯାହା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ…