ପ୍ରଥମ ଲଙ୍ଗ୍ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍ଡିଓ ଅଧୀନ ଧାମରାସ୍ଥିତ ଡ....