ପାନୀୟ ଜଳ ଓ ଦୀର୍ଘାୟୁ ଜୀବନ ପୃଥିବୀ ପୃଷ୍ଠରେ ରହିଥିବା ସମସ୍ତ ବୃକ୍ଷଲତା ଓ ସମସ୍ତ ପ୍ରାଣୀଜଗତ ଜଳ ବିନା ବଞ୍ଚତ୍ରହିବା ଅସମ୍ଭବ। ଜଳ ହିଁ ଜୀବନ। ବୃକ୍ଷଲତା ଆଦି ପାଇଁ ଜଳର ପ୍ରକାରଭେଦ ଅଧିକ ଜରୁରୀ ନ ଥିବା ବେଳେ, ମନୁଷ୍ୟ ପାଇଁ ପାନୀୟ ଜଳ ନିମନ୍ତେ…