Tag Archives: loot

ବ୍ୟବସାୟୀଙ୍କ ଘରେ ସଶସ୍ତ୍ର ଡକାୟତି, ସ୍ତ୍ରୀଙ୍କୁ ଛୁରିରେ ଆକ୍ରମଣ କରି ଦୁର୍ବୃତ୍ତ ଲୁଟିନେଲେ…

ଝରିଗାଁ,୨୭ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ଅଞ୍ଚଳରେ ଦିନକୁ ଦିନ ଚୋରି ଡକାୟତି ବଢୁଥିବା ବେଳେ ଦୁର୍ବୃତ୍ତମାନେ କଳାକନା ବୁଲାଇ ନିର୍ଭୟରେ ବୁଲୁଛନ୍ତି। ଯାହାଫଳରେ ଅଞ୍ଚଳରେ ରହୁଥିବା ଛୋଟ ବଡ଼ ବ୍ୟବସାୟୀମାନେ ଏକ ପ୍ରକାର କୋକୁଆ ଭୟରେ ରହୁଛନ୍ତି l ଗତ...

ମା-ଝିଅଙ୍କୁ ବାନ୍ଧିଦେଲେ, ବଳାତ୍କାର ଧମକ ଦେଇ ଦୁର୍ବୃତ୍ତ ଲୁଟିନେଲେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା

ବଣାଇଁ,୨୭ା୧୦: ସୁନ୍ଦରଗଡ଼ ଜିଲା ବଣାଇଁ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି। ୪ ଜଣ ସଶସ୍ତ୍ର ମୁଖାଧାରୀ ଡକାୟତ ମାଡ଼ ମାରିବା ସହ ଲୁଟିନେଲେ ଏକ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଗହଣା। ବଣାଇଁ ଥାନାଠାରୁ ମାତ୍ର ପାଞ୍ଚ ଶହ...

ବୋମା ଫୁଟାଇ ସୁନା ଦୋକାନରୁ ଅଳଙ୍କାର ଲୁଟ୍‌, ଗୁଳି ବାଜି…

ନିରାକାରପୁର,୨୪ା୮(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଛଣଗିରିଠାରେ ଥିବା ସାଇ ସୋନୁ ଅଳଙ୍କାର ଦୋକାନରୁ ରବିବାର ମଧ୍ୟାହ୍ନରେ ଲୁଟେରାମାନେ ଆସି ଦୋକାନରୁ ସର୍ବସ୍ବ ଲୁଟି ଥିବା ଜଣାପଡ଼ିଛି। ୪ଟି ପଲସର ବାଇକ୍‌ରେ ୮ ଜଣ ଦୁର୍ବୃତ୍ତ...

୨ ମହିଳାଙ୍କ ହାତଗୋଡ଼ ବାନ୍ଧି ମୁହଁରେ ସେଲୋ ଟେପ୍‌ ଲଗାଇ ଘରୁ ଲୁଟିନେଲେ ଦୁର୍ବୃତ୍ତ, ଚୋରି ବ୍ୟାଗ୍‌ ଖସି ପଡ଼ିବାରୁ…

ବାସୁଦେବପୁର,୧୩ା୮(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଢୁଆଁ ବଜାର ନିକଟରେ ଅବସ୍ଥିତ ପଳନ୍ଦ୍ର ମିଶ୍ରଙ୍କ ଘରେ ମଙ୍ଗଳବାର ରାତିରେ ସଶସ୍ତ୍ର ଡକାୟତି ହୋଇଛି, ଘରେ କେହି ପୁରୁଷ ଲୋକ ନ ଥିବା ବେଳେ ପୂର୍ଣ୍ଣଚନ୍ଦ୍ରଙ୍କ ସ୍ତ୍ରୀ ସତ୍ୟଭାମା...

ଲକର ଭାଙ୍ଗି ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଲୁଟେରା

ଭୁବନ,୧୩ା୮(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଡେଙ୍ଗାବାହାଳି ଗ୍ରାମର ବାସୁଦେବ ସାହୁଙ୍କ ଘରୁ ମଙ୍ଗଳବାର ରାତି ଗଡ୍‌ରେଜ ଭାଙ୍ଗି ନଗଦ ୫୦ ହଜାର ଟଙ୍କା ସହିତ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟେରାମାନେ ଲୁଟି ନେଇଥିବା ବୁଧବାର...

ଘରେ କେହି ନ ଥିବାବେଳେ ଲୁଟୁଥିଲେ ଲୁଟେରା, ହଠାତ୍‌ ଗୃହକର୍ତ୍ତା ପହଞ୍ଚିଯିବାରୁ…

ଜଳେଶ୍ୱର,୧୨ା୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧିନସ୍ଥ ମ୍ୟୁନିସିପାଲିଟିରେ ଘରେ କେହି ନ ଥିବାବେଳେ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଏହି ସମୟରେ ଗୃହକର୍ତ୍ତା ପହଞ୍ଚିଯିବାରୁ ଜଣେ ଲୁଟେରା ତାଙ୍କୁ ଆକ୍ରମଣ କରିଛନ୍ତି। ଅନ୍ନପୂର୍ଣ୍ଣା ରାଇସ୍‌ ମିଲର...

ଗୁଳି ଫୁଟାଇ ବେପାରୀଙ୍କଠାରୁ ଲୁଟିଥିଲେ ରୁପା ଅଳଙ୍କାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଖୋର୍ଦ୍ଧା,୨୧ା୫(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥ ବାଲୁଗାଁ ଥାନା ଅନ୍ତର୍ଗତ ନିମିକ୍ଷେତା ଛକରେ ରୁପା ବେପାରୀଙ୍କୁ ଗୁଳି ଫୁଟାଇ ରୁପା ଅଳଙ୍କାର ଲୁଟ୍‌ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୭କେଜି ରୂପା, ୨ଟା...

ଘରେ ପଶି ୨୫ ଭରି ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗୋପାଳପୁର,୭ା୫(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ଦାନପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରର ବାଡ଼ିପଟ କବାଟ ଭାଙ୍ଗି ଲକ୍ଷ୍ୟଧିକ ଟଙ୍କା ସୁନା ଅଳଙ୍କାର ଓ ୪୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ବୁଧବାର ଗୋଳନ୍ଥରା ଥାନାରେ...

ଚଳନ୍ତା ବସ୍‌ରୁ ସୁନା ହାର ଲୁଟି ଫେରାର ହେବାକୁ ଉଦ୍ୟମ, ଲୁଟେରାଙ୍କୁ କାବୁ କଲେ ଯାତ୍ରୀ

ବରଗଡ଼, ୨୯।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ସୋହେଲା ଥାନା ଲେଖାପଖର ନିକଟରେ ମଙ୍ଗଳବାର ଏକ ଚଳନ୍ତା ବସରୁ ସୁନାହାର ଲୁଟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଝର ଗ୍ରାମର ପାର୍ବତୀ ମେହେର ବସରେ ଯାତ୍ରା କରୁଥିବା ସମୟରେ ତାଙ୍କ...

ସୁନା ବ୍ୟବସାୟୀଙ୍କୁ ମାଡ଼ ମାରି ଗହଣା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ନରଣପୁରଠାରେ ସାହୁ ଜୁଏଲାରୀ ଓ୍ବର୍କସପ୍‌ ମାଲିକ ଦୀପକ ସାହୁଙ୍କୁ ମାଡ଼ ମାରି ୫ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର ସୁନା ରୁପା ଲୁଟି ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ। ଦୀପକଙ୍କ କହିବାନୁଯାୟୀ, ରବିବାର...

ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍‌ ରାସ୍ତାରେ ବାଇକ୍‌ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର। ଏଭଳି ଘଟଣା ଘଟିଛି ଉଦଳା-ବାରିପଦା ରାଜ୍ୟ ରାଜପଥର ଖୁଣ୍ଟା ଥାନା ବାଲିମୁଣ୍ଡଳୀ ଛକ...

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି। ମନ୍ଦିର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତମାନେ ୧୦ ସୁନା ଚିତା, ୮ ରୂପା ଚିତା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri