ବନ୍ଧୁକ ମୁନରେ ଲୁଟିନେଲେ ୨୭ ଲକ୍ଷ ଟଙ୍କା, କର୍ମଚାରୀ ଆହତ ମୟୂରଭଞ୍ଜ ,୨୦ା୨: ଶୁକ୍ରବାର ଓଡ଼ିଶାର ମୟୂରଭଞ୍ଜ ଜିଲାରେ ଥିବା SBIର ବହଲଦା ଶାଖାରୁ ସଶସ୍ତ୍ର ଦୁର୍ବୃତ୍ତମାନେ ପ୍ରାୟ ୨୭ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ସକାଳ ପ୍ରାୟ ୧୦.୧୫ ସମୟରେ ଦୁଇଟି ମୋଟରସାଇକେଲରେ ପାଞ୍ଚ...