ହାତଗୋଡ଼ ବାନ୍ଧି ପୋଷ୍ଟମାଷ୍ଟରଙ୍କୁ ଘରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ୫ ଲକ୍ଷ ଟଙ୍କା
ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ନେଇ ସୋର ଥାନାରେ ଅଭିଯୋଗ ହୋଇଛି। ବିଳମ୍ବିତ ରାତିରେ ପରିବାର ଲୋକେ...
ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ
ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ ଭୋଗ ତିଆରି ଲାଗି କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମର ଦନାର୍ଦ୍ଧନ...
ମହିଳାଙ୍କୁ ଭୁଜାଲିଲେ ହାଣି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା
ସାବରଙ୍ଗ,୨୭ା୨(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନୟାକଣୀଡ଼ିହି ଗ୍ରାମରେ ବୁଧବାର ବିଳମ୍ବିତ ରାତ୍ରିରେ ପରମେଶ୍ୱର ସାହୁଙ୍କ ବୋହୂଙ୍କୁ ଭୁଜାଲିରେ ହାଣି ୧୦ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍ କରିଛନ୍ତି। ମହିଳା ବାଧା ଦେବାରୁ ତାଙ୍କ ମୁଣ୍ଡକୁ ଭୁଜାଲିର...
ଖୁଡ଼ୀ-ଝିଆରୀଙ୍କ ପାଟିରେ ସେଲୋଟେପ୍ ଲଗାଇ ଲୁଟେରା ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା
ଅନୁଗୋଳ,୧୨ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ବଅଁରପାଳ ଥାନା ଗଡ଼ସନ୍ଧି ପଞ୍ଚାୟତର ଭାଗବତପୁର ଗ୍ରାମରେ ମଙ୍ଗଳବାର ରାତିରେ ଖୁଡୀ ଓ ଝିଆରୀଙ୍କ ପାଟିରେ ସେଲଟେପ୍ ଲଗାଇ ତଣ୍ଟିରେ ଛୁରି ଲଗାଇ ଟଙ୍କା, ସୁନା ଲୁଟ୍ କରୁଥିବାର ବଅଁରପାଳ ଥାନାରେ ଅଭିଯୋଗ ହୋଇଛି।...
ବଡ଼ଧରଣର ଡକାୟତି: ସାଢ଼େ ୩ କୋଟି ଟଙ୍କା ଜବତ, ୮ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା,୧ା୨(ଉତ୍ତମ କୁମାର ଦାଶ)): କଳାହାଣ୍ଡି ଜିଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ୮ ଅଭିଯୁକ୍ତଙ୍କୁ...
ବନ୍ଧୁକ ଦେଖାଇ ମଦଭାଟିରୁ ଦୁର୍ବୃତ୍ତ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା
ଧର୍ମଗଡ଼,୩୧ା୧(ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଭୀମଖୋଜପଡ଼ାସ୍ଥିତ ଦେଶୀ ମଦଭାଟିରୁ ଗୁରୁବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତ ହୋଇଛି। ୧୦ରୁ ଊର୍ଦ୍ଧ୍ୱ ଡକାୟତ ଭାଟି କର୍ମଚାରୀଙ୍କୁ ପିସ୍ତଲ ଦେଖାଇ ପ୍ରାୟ ୭ ଲକ୍ଷଙ୍ରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍...
ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ, ଗୁଳି ଫୁଟାଇ କାଜୁ ଫ୍ୟାକ୍ଟ୍ରି ମାଲିକଙ୍କଠାରୁ ଲୁଟିନେଲେ
ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ବର୍ତ୍ତମାନ ଅପରାଧୀଙ୍କ ଚରାଭୂଇଁ ପାଲଟିଛି ରମ୍ଭା ଅଞ୍ଚଳ। ହୁମା ଫାଣ୍ଡି ଓ ରମ୍ଭା ଥାନା ପୋଲିସକୁ ଚ୍ୟାଲେଞ୍ଜ କରି ଗୋଟିଏ ଗୋଟିଏ ପରେ ଲୁଟ୍ କରି ଚାଲିଛନ୍ତି ଲୁଟେରା ଦଳ। ଏହାକୁ ନିତିଦିନିଆ ଭାବେ ଅଭ୍ୟାସରେ ପରିଣୟ...
କଲିଙ୍ଗ୍ ବେଲ୍ ବଜାଇ ଡାକିଲେ; ହାତଗୋଡ଼ ବାନ୍ଧି ଲୁଟି ନେଲେ ସୁନା ଗହଣା
ବରଗଡ, ୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ନିଗମାନନ୍ଦ ବିହାର ଗଳି ନମ୍ବର-୭ ନିବାସୀ ସ୍ଵର୍ଗତ ଦିଲ୍ଲିପ ସାହୁଙ୍କ ଘରେ ଗୁରୁବାର ସଂଧ୍ୟା ପ୍ରାୟ ୭ଟାରେ ଜଣେ ଯୁବତୀଙ୍କ ହାତଗୋଡ଼ ବାନ୍ଧି ବିପୁଳ ପରିମାଣରେ ସୁନା ଗହଣା ଲୁଟ୍ ଘଟଣା ଚର୍ଚ୍ଚାର...
ଅଡି କାରରେ ଆସିଲେ, ସାଇକେଲ ଆରୋହୀଙ୍କ ଠାରୁ ଟଙ୍କା ଲୁଟିନେଲେ
ଜୟପୁର, ୦୮।୦୭: ରାଜସ୍ଥାନର ଜୟପୁରରେ ଅଡିକାରରେ ଆସି ଜଣେ ସାଇକେଲ ଆରୋହୀଙ୍କ ଠାରୁ ୫ ହଜାର ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ମିଳିଥିବା ସୂଚନା ଅନୁସାରେ ପୀଡ଼ିତ ଯୁବକ ଜଣକ ସାଇକେଲରେ ଯାଉଥିବା ସମୟରେ ଅଡି କାରରେ ଆସି...
ଧରାପଡ଼ିଲେ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗ, ବିପୁଳ ପରିମାଣର ସୁନା ଅଳଙ୍କାର ଜବତ
ବରଗଡ଼,୭ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପୋଲିସ ଏକ ଆନ୍ତଃ ଜିଲା ଲୁଟେରା ଗ୍ୟାଙ୍ଗକୁ ଧରିଛି। ଏହି ଗ୍ୟାଙ୍ଗର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସେମାନେ ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଡଙ୍ଗରମୁଣ୍ଡା ଗ୍ରାମର ଇନ୍ଦ୍ର ଭୋଇ(୨୧), ଚୈତନ୍ୟ ପୁଟ୍ଟା(୧୯),...
ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା
କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତମାନେ ୧୩ ଲକ୍ଷରୁ ଅଧିକ ଟଙ୍କା ଲୁଟ୍ ହୋଇଥିବା ଜଣାପଡ଼ିଛି।...
Archives


