ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି
ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍ ଓ କବାଟ ତାଲା ଭାଙ୍ଗି କିଛି ଦୁର୍ବୃତ୍ତ ଆଲମିରା ଚାବି ତାଡ଼ି ସେଥିରେ…

