ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...