ପୁରୀ,୨୯ା୬: ଚଳିତବର୍ଷ ପୁରୀ ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାଗୁଡ଼ିକ ରାଜ୍ୟରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଲେଣି। ଟିକିଏ ପଛକୁ ଯାଇ…