ଆସନ୍ତାକାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ,୨୨ା୯: ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କାଲି ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ସ୍ଥାୟୀ ରତ୍ନଭଣ୍ଡାରକୁ ଶ୍ରୀଜିଉଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ। ଏଥିପାଇଁ କାଲି ଦିନ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ...
ଆଜିଠୁ ରଥଭଙ୍ଗା କାମ ଆରମ୍ଭ, ରଥ ଭଙ୍ଗାଯିବା ପରେ ଏହି କାଠ କ’ଣ ହୁଏ ଜାଣନ୍ତୁ…
ପୁରୀ,୨୨ା୮: ଶୁକ୍ରବାରଠାରୁ ଆରମ୍ଭ ହୋଇଛି ରଥଭଙ୍ଗା କାମ। ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବକମାନେ ଏହି ରଥଭଙ୍ଗା କାର୍ଯ୍ୟ କରିଥାନ୍ତି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ ଭଙ୍ଗାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଭଙ୍ଗାଯିବ। ଶେଷରେ ନନ୍ଦିଘୋଷ...
ଆସନ୍ତାକାଲି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୩ା୭: ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦...
ବାହାରିଲା ଆଡ଼ପ ଅବଢ଼ା, ମହାପ୍ରସାଦ ପାଇ ଭକ୍ତ…
ପୁରୀ,୩୦ା୬: ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା। ସୋମବାର ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିବା ସହ ମହାପ୍ରସାଦ ପାଇ ଭକ୍ତମାନେ ଆନନ୍ଦରେ ବିଭୋର ହୋଇପଡ଼ିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ...
ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା
ପୁରୀ,୨୬ା୬: ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ।...
ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି
ପୁରୀ,୨୩ା୬: ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ପୁରୀ ପୌରସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଶାସନ ପରାମର୍ଶ ଦେଇଛନ୍ତି। ରଥଯାତ୍ରା ସହ ପବିତ୍ର ଶରଧାବାଲିର ଅନେକ ଗୁରୁତ୍ୱ ରହିଛି। ଶରଧାବାଲିକୁ ଅନ୍ୟ...
ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ
ପୁରୀ,୩୧ା୩(ଅଜିତ୍ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି...
ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ
ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ବିଧି...
ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା
ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହିତ ୧ ଲକ୍ଷ ପିଏମ୍ ବିଶ୍ୱକର୍ମାଙ୍କୁ ଦକ୍ଷତା...
କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି
ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ...
ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି
ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...
କଳ୍କୀ ପାର୍ଟ-୨’ରେ ଆସିବ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଚକ୍ରର ଝଡ଼…
ନୂଆଦିଲ୍ଲୀ,୨୯।୬: ବଡ଼ ପରଦାରେ ଦର୍ଶକଙ୍କ ମନ ଜିଣୁଛି ରିବେଲ ଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷିତ ସିନେମା ‘କଳକୀ ୨୮୯୮ ଏଡି’। ମହାଭାରତ ଯୁଦ୍ଧର ଶେଷ ମୁହୂର୍ତ୍ତରୁ ଆରମ୍ଭ ହୋଇଛି ସିନେମାର କାହାଣୀ।। ଯେତେବେଳେ ଭଗବାନ କୃଷ୍ଣ ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର...
Archives


