ସମୟ ଅଭାବରୁ ନୀତି ବାତିଲ, ରାତି ଉଜାଗର ରହିଲେ ମହାପ୍ରଭୁ ପୁରୀ,୯।୧(ଅଜିତ୍ କୁମାର ମହାନ୍ତି): ସମ୍ପ୍ରତି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପହିିଲି ଭୋଗ ନୀତି ଚାଲିଛି । ନିଷ୍ପତ୍ତି ଅନୁଯାୟୀ ରାତି ୨ଟା ପରଠାରୁ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯିବା ସହ ରାତି ୧୧ଟାରେ ପହୁଡ଼ କରାଯିବା କଥା। ତେବେ ବୁଧବାର...