Tag Archives: lord jagannath

ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ,୨୬ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଚତୁର୍ଦ୍ଧାମୂର୍ତ୍ତି କାଲି ରତ୍ନବେଦି ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଭକ୍ତଙ୍କୁ ତାଙ୍କର ଦିବ୍ୟ ଦର୍ଶନ ଦେବାକୁ। ଏନେଇ କାର୍ଯ୍ୟସୂଚୀ ଧାର୍ଯ୍ୟ କରାଯାଇଛି। କାଲି ସକାଳ ୯ଟାରେ ତିନି ରଥକୁ ପ୍ରତିଷ୍ଠା କରାଯିବ। ୯ଟା…

ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ,୨୩ା୬: ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ପୁରୀ ପୌରସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଶାସନ ପରାମର୍ଶ ଦେଇଛନ୍ତି। ରଥଯାତ୍ରା ସହ ପବିତ୍ର ଶରଧାବାଲିର ଅନେକ ଗୁରୁତ୍ୱ ରହିଛି। ଶରଧାବାଲିକୁ ଅନ୍ୟ କାର୍ଯ୍ୟ…

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି…

ପୁଣି ପଡ଼ିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୨ା୩: ଶ୍ରୀମନ୍ଦିରରେ ଶନିବାର ମହାପ୍ରଭୁଙ୍କର ହୋଇଛି ବଡ଼ ମହାସ୍ନାନ। ରକ୍ତ ଛିଟା ପଡ଼ିବାରୁ ମହାପ୍ରଭୁଙ୍କ ମହାସ୍ନାନ ହୋଇଛି। ପାଣିଆ ଆପଟ ସେବକ ଝୁଣ୍ଟି ପଡ଼ିଯିବାରୁ ଆଘାତ ଲାଗି ଭିତରକାଠରେ ରକ୍ତ ଛିଟା ପଡ଼ିଥିଲା। ଫଳରେ ମହାପ୍ରଭୁଙ୍କର ମହାସ୍ନାନ ହୋଇଛି। ବିଧି ଅନୁଯାୟୀ,…

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିବା ସହିତ ୧ ଲକ୍ଷ ପିଏମ୍‌ ବିଶ୍ୱକର୍ମାଙ୍କୁ ଦକ୍ଷତା ପ୍ରମାଣପତ୍ର…

କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

ପୁରୀ,୧୭ା୮: ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ…

ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି

ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

କଳ୍‌କୀ ପାର୍ଟ-୨’ରେ ଆସିବ ମହାପ୍ରଭୁ ଜଗନ୍ନାଥଙ୍କ ରଥ ଚକ୍ରର ଝଡ଼…

ନୂଆଦିଲ୍ଲୀ,୨୯।୬: ବଡ଼ ପରଦାରେ ଦର୍ଶକଙ୍କ ମନ ଜିଣୁଛି ରିବେଲ ଷ୍ଟାର ପ୍ରଭାସଙ୍କ ବହୁ ପ୍ରତିକ୍ଷିତ ସିନେମା ‘କଳକୀ ୨୮୯୮ ଏଡି’। ମହାଭାରତ ଯୁଦ୍ଧର ଶେଷ ମୁହୂର୍ତ୍ତରୁ ଆରମ୍ଭ ହୋଇଛି ସିନେମାର କାହାଣୀ।। ଯେତେବେଳେ ଭଗବାନ କୃଷ୍ଣ ଗୁରୁ ଦ୍ରୋଣାଚାର୍ଯ୍ୟଙ୍କ ପୁତ୍ର ଅଶ୍ୱଥମାଙ୍କୁ…

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?