ସିମନବାଡ଼ିରେ ସକାଳୁ ମହାବାହୁଙ୍କ ସୁନାବେଶ, ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସିମନବାଡ଼ିରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ସକାଳୁ ସକାଳୁ ସିମନବାଡ଼ିରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶନିବାର ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ହୋଇଥିଲା। ଦେଉଳକୁ ଫେରିବା ବାଟରେ...