ଭଙ୍ଗା ହୃଦୟରେ ମୋହନଙ୍କୁ ଚିଠି ଲେଖିଲେ ନବୀନ ଭୁବନେଶ୍ୱର,୧୧।୭: ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ। ଏକ ଲମ୍ବା ଚିଠିରେ ଏହି ଘଟଣା ତାଙ୍କ ହୃଦୟକୁ କଷ୍ଟ ଦେଇଥିବା ନବୀନ...