ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି...