ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା… ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କରିଛନ୍ତି। ପାଟୋଲେ କହିଛନ୍ତି ଯେ ରାହୁଲ ଗାନ୍ଧୀ ଭଗବାନ ରାମଙ୍କ ପରି...