ମୋ ପରିବାରକୁ ମାରିବାକୁ ଚାହୁଁଛନ୍ତି ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍: ସଲମାନ ଖାନ୍ ମୁମ୍ବାଇ,୨୪ା୭: ବଲିଉଡ ଅଭିନେତା ସଲମାନ ଖାନ ପୋଲିସକୁ କହିଛନ୍ତି ଯେ, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଚଳିତ ବର୍ଷ ଏପ୍ରିଲରେ ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ଗୁଳି ଚଳାଇଥିଲେ ଏବଂ ତାଙ୍କୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ। ଏହି...