ଗର୍ଭପାତ ନ କରିବାରୁ ପ୍ରେମିକାଙ୍କୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ ପ୍ରେମିକ ମାଲକାନଗିରି,୨୧ା୪(ଗୌରୀଶଙ୍କର ପଣ୍ଡା): ଗତ ଏପ୍ରିଲ ୧୨ରେ ମାଲକାନଗିରି ବ୍ଲକ ରେଙ୍ଗାବନ୍ଧ ଗ୍ରାମ ନିକଟ ଜଙ୍ଗଲରେ ଜଣେ ଯୁବତୀଙ୍କ ଗଳିତ ମୃତଦେହ ଜବତ ଘଟଣାରେ ପୋଲିସ ତଦନ୍ତ କରିଥିଲା। ପରେ ଘଟଣାର ପର୍ଦ୍ଦାଫାଶ କରିବା ସହ ଏଥିରେ ସମ୍ପୃକ୍ତ ଜଣେ ଯୁବକଙ୍କୁ...