ପ୍ରେମୀଯୁଗଳଙ୍କ ଅଜବ ଫଣ୍ଡା, ବିବାହ ଖର୍ଚ୍ଚ ଉଠାଇବା ପାଇଁ ଲୁଟିଲେ ସୁନା ଚେନ୍, ଆଉ ତା’ ପରେ…
ହାଇଦ୍ରାବାଦ,୨୪ା୧୦: ହାଇଦ୍ରାବାଦରେ ନିଜ ବିବାହ ପାଇଁ ଟଙ୍କା ଯୋଗାଡ଼ କରିବା ଉଦ୍ଦେଶ୍ୟରେ ପ୍ରେମୀଯୁଗଳ ଏକ ଅଜବ ଫଣ୍ଡା ଆପଣାଇଛନ୍ତି। ପ୍ରେମୀଯୁଗଳ ଜଣେ ମନ୍ଦିର କର୍ମଚାରୀଙ୍କଠାରୁ ସୁନା ଚେନ୍ ଛଡ଼ାଇ ନେଇଥିବା ଅଭିଯୋଗରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ୨୩…

