ବଙ୍ଗୋପସାଗରରେ ପୁଣି ବାତ୍ୟା! ବଙ୍ଗୋପସାଗରରେ ବଡ଼ ହଲଚଲ
ଭୁବନେଶ୍ୱର,୨୦ା୧୧: ବଙ୍ଗୋପସାଗରରେ ପୁଣି ବାତ୍ୟା ସମ୍ଭାବନା। ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ସମୁଦ୍ର ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ...
୨୩ରେ ଅବପାତ ରୂପ ନେବ ଘୂର୍ଣ୍ଣିବଳୟ: ପ୍ରବଳ ବର୍ଷା ପବନ ସହ ବଜ୍ରପାତ, ଏସବୁ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨୦ା୧୦: ଆସୁଛି ଲଘୁଚାପ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ୨୩ ତାରିଖରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ପୂର୍ବାନୁମାନ କରିଛି ପାଣିପାଗ...
୧୦ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି : ୩ଦିନ ଏହିସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୯ା୧୦(ଅନୁରାଧା ମହାରଣା): ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ମାସର ପ୍ରଥମ ୮ଦିନରେ ରାଜ୍ୟରେ ହାରାହାରି ୮୬.୩ ମିମି ବର୍ଷା ରେକର୍ଡ ହୋଇଛି, ଯାହାକି ସମ୍ପୂର୍ଣ୍ଣ ମାସର ସ୍ବାଭାବିକ ବର୍ଷା ୧୧୨...
ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ! ସବୁ ଅଧିକାରୀଙ୍କ ଛୁଟି ବାତିଲ୍
କଳାହାଣ୍ଡି,୨୬।୯: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର...
ବଙ୍ଗୋପସାଗରରେ ଲଘୁଚାପ: କାଲିଠାରୁ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୭ା୮(ଅନୁରାଧା ମହାରଣା):ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ହେଉଛି। ତେବେ ଆସନ୍ତା ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ...
ଆଜି ବଙ୍ଗୋପସାଗରରେ ଲଘୁଚାପ; ୨ ଜିଲାକୁ ରେଡ୍ ଆଲର୍ଟ, ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୪ା୭(ଅନୁରାଧା ମହାରଣା): ଦକ୍ଷିଣ ଚାଇନା ସାଗରରେ ସୃଷ୍ଟ ବାତ୍ୟା ‘ୱିଫା’ର ଅବଶିଷ୍ଟାଂଶ ଘୂର୍ଣ୍ଣିବଳୟ ରୂପରେ ବୁଧବାର ବଙ୍ଗୋପସାଗରରେ ପ୍ରବେଶ କରିଛି। ଏହାର ପ୍ରଭାବରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ଫଳରେ ରାଜ୍ୟରେ...
Archives


