ଭୁବନେଶ୍ୱର,୨୩ା୧୧(ବନ୍ଦନା ସେଠୀ): ବାତ୍ୟା ଓ ବର୍ଷା ଆଶଙ୍କାରେ ଏବେ ରାଜ୍ୟର ଚାଷୀକୁଳ ଚିନ୍ତାରେ ରହିଛନ୍ତି। ଏପରିସ୍ଥିତିରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ରେ ଲଘୁଚାପରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା ମାଲାକ୍କା ଷ୍ଟ୍ରେଟ୍ର ସମୁଦ୍ର ପାଶ୍ବବର୍ତ୍ତୀ…
ଭୁବନେଶ୍ୱର,୩୦।୫: ବାଂଲାଦେଶ ଏବଂ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଶୁକ୍ରବାର ଦୁର୍ବଳ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ…
ଭୁବନେଶ୍ୱର,୨୮।୫: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ। ଲଘୁଚାପ ଘନୀଭୂତ ହେବା ନେଇ ଚିତ୍ର ସ୍ପଷ୍ଟ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତ ରୂପ ନେବ। ଏବଂ ଉତ୍ତର ଦିଗକୁ ଗତି କରି ଅବପାତର ରୂପ ନେବ ବୋଲି ପାଣିପାଗ…
Archives
Model This Week
ପିଲାଙ୍କ ଧରିତ୍ରୀ