ଶୀତରେ ଆସୁଛି ବଡ଼ ବର୍ଷା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ଭୁବନେଶ୍ୱର,୬ା୧: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି । ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା...