ବଙ୍ଗୋପସାଗରରେ ନୂଆ ଲଘୁଚାପ: ଦୁର୍ଗାପୂଜାରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର,୨୯।୯: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାରୁ ଓଡ଼ିଶାରେ ଦୁର୍ଗାପୂଜା ଉତ୍ସବ ମଳିନ କରିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍ଡି ପୂର୍ବାହ୍ନ ବୁଲେଟିନ୍ରେ କହିଛି, ୩୦…
୨୫ରେ ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା
ଭୁବନେଶ୍ୱର,୨୨ା୮: ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର…
ଓଡ଼ିଶା ଉପକୂଳରେ ଅବପାତ ସୃଷ୍ଟି, ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୮।୮: ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ…
ଆସୁଛି ପଛକୁ ପଛ ଲଘୁଚାପ: ୩ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର, ୧୦।୮: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଆସନ୍ତା ୧୩ ଅଗଷ୍ଟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁସାରେ, ଏହି ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର…
୧୨ ଘଣ୍ଟାରେ ଲଘୁଚାପ ନେବ ଅବପାତ ରୂପ, ଓଡ଼ିଶାର ବର୍ଷା ନେଇ ସତର୍କ ସୂଚନା
ନୂଆଦିଲ୍ଲୀ,୨୫ା୭: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହି ଲଘୁଚାପ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି…
ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର…
ପୁଣି ଆସୁଛି ଯୋଡ଼ା ଲଘୁଚାପ: ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୩ା୭: ବଙ୍ଗୋପସାଗରରେ ପୁଣି ଏକ ଯୋଡ଼ା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଏବଂ ତାହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…
ବାତ୍ୟା ରୂପ ନେବ କି ଲଘୁଚାପ ? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୫।୫: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଝଟ୍କା ପବନ ମଧ୍ୟ ବହିବ। ଆଗାମୀ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ…
ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା, ଏସବୁ ଜିଲା ହେବ ସବୁଠାରୁ ଅଧିକ ପ୍ରଭାବିତ
ଭୁବନେଶ୍ୱର,୨୩।୫: ଦୀର୍ଘ ଦିନର ଗରମ ଓ ଗୁଳୁଗୁଳି ପରେ, ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା ପ୍ରଭାବରେ…
୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି
ଭୁବନେଶ୍ୱର,୬ା୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ଥ କରିଦେଉଥିଲା ବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିବାକୁ ଯାଉଛି ଲଘୁଚାପ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ…
୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ…
୨୨ ତାରିଖ ସୁଦ୍ଧା ଆଉ ଏକ ଲଘୁଚାପ! ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ୱର,୧୭ା୧୦: ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଓଡ଼ିଶା ଉପରେ ଏହାର ପ୍ରଭାବ ନଥିବାରୁ ରାଜ୍ୟରେ ପାଗ ଶୁଖିଲା ରହିଛି। ତେବେ ଆସନ୍ତା ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି…
Archives


