Tag Archives: Low Pressure

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…

ଶୀତ ମଧ୍ୟରେ ଆସୁଛି ଲଘୁଚାପ: ନୂଆବର୍ଷରେ ହେବ ଘନୀଭୂତ

ଭୁବନେଶ୍ୱର,୨୬।୧୨: ଆସନ୍ତା ଡିସେମ୍ବର ୩୧ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ଯାହା ପରବର୍ତ୍ତୀ ସମୟରେ ଲଘୁଚାପରେ ପରିଣତ ହୋଇପାରେ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ ସୂଚନା ଅନୁଯାୟୀ, ଜାନୁଆରି ୩ ତାରିଖ…

ଆସୁଛି ଲଘୁଚାପ, ରାଜ୍ୟକୁ ଆହୁରି ଥରାଇବ

ଭୁବନେଶ୍ୱର,୧୯ା୧୧: ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ…

ବାତ୍ୟା ପରେ ଆସୁଛି ଲଘୁଚାପ, ବଙ୍ଗୋପସାଗରରେ ବଡ଼ ହଲଚଲ

ଭୁବନେଶ୍ୱର,୧ା୧୧: ପାଣିପାଗକୁ ନେଇ ନୂଆ ଅପଡେଟ୍‌ । ଆସୁଛି ଆଉ ଏକ ଲଘୁଚାପ । ଚାଲିଯାଇଛି ବାତ୍ୟା ମୋନ୍ଥା । କିନ୍ତୁ ଏବେ ପାଣିପାଗକୁ ନେଇ ପୁଣି ବଡ଼ ଖବର ମିଳିଛି । ଆସୁଛି ଆଉ ଏକ ଲଘୁଚାପ । ବାତ୍ୟା…

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା

ଭୁବନେଶ୍ୱର,୨୩ା୧୦: ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଉତ୍ତର ପଶ୍ଚିମ ଦିଗରେ ଗତି…

୧୨ ଘଣ୍ଟାରେ ଅବପାତ

ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଘନୀଭୂତ ହେଉଛି। ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବ। ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ଅବପାତ ହେବାର ସମ୍ଭାବନା ରହତିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ…

ପାଣିପାଗ ବିଭାଗର ସତର୍କ ସୂଚନା, ଆଜିଠାରୁ ସପ୍ତାହେ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୧୦: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମଙ୍ଗଳବାରଠାରୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଏହି ଲଘୁଚାପ ସୃଷ୍ଟି ହେବ। ଆସନ୍ତାକାଲି ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲାକୁ ପାଣିପାଗ ବିଭାଗ…

ବଙ୍ଗୋପସାଗରରେ ଲଘୁଚାପ: ୨୧ ଅକ୍ଟୋବରରୁ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୯।୧୦: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଅକ୍ଟୋବର ୨୧ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାର ବିଭିନ୍ନ ଜିଲା ପାଇଁ ଆଗାମୀ ତିନି ଦିନ ବର୍ଷା ଓ ବଜ୍ରପାତ…

ଦୀପାବଳି ପରେ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬ା୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର ସମ୍ଭାବନା…

ଆହୁରି ଢାଳିବ ବର୍ଷା: ଅବପାତ ରୂପ ନେଲା ଲଘୁଚାପ, ଏସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୧।୧୦: ମଙ୍ଗଳବାର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଅବପାତରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ୨ ଅକ୍ଟୋବର ସକାଳେ ଗଭୀର ଅବପାତରେ ପରିଣତ ହେବ। ୩ ଅକ୍ଟୋବର…

ପାର୍ବଣର ଖୁସି ଭିତରେ ସୃଷ୍ଟି ହେଲା ଲଘୁଚାପ: ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦।୯: ଦୁର୍ଗାପୂଜା ଓ ଦଶହରା ପାର୍ବଣର ଆନନ୍ଦମୟ ମାହୋଲ ମଝିରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ମଙ୍ଗଳବାର ସନ୍ଧ୍ୟା ୫ଟା ୩୦ ମିନିଟ୍‌ ପରେ ଏହି ଲଘୁଚାପ ସୃଷ୍ଟି ହୋଇଛି,…

ବଙ୍ଗୋପସାଗରରେ ନୂଆ ଲଘୁଚାପ: ଦୁର୍ଗାପୂଜାରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର,୨୯।୯: ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବାରୁ ଓଡ଼ିଶାରେ ଦୁର୍ଗାପୂଜା ଉତ୍ସବ ମଳିନ କରିପାରେ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଅନୁଯାୟୀ, ଅକ୍ଟୋବର ୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବ। ଆଇଏମ୍‌ଡି ପୂର୍ବାହ୍ନ ବୁଲେଟିନ୍‌ରେ କହିଛି, ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?