ମହାକାଳପଡ଼ା, ୨୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପଶ୍ଚିମା ପବନ ବହିବା ଯୋଗୁ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା…