LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ… ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ ମଧ୍ୟରେ ୨୫-୪୫ ଦିନର ବ୍ୟବଧାନ ଏବଂ ପିଏନଜି ସଂଯୋଗ ଥିବା ଘରେ ଏଲପିଜି…