ବଦଳିଲା ଗ୍ୟାସ ସିଲିଣ୍ଡର ବୁକିଂ ନିୟମ: ଏଣିକି ଏତିକି ଦିନରେ ମିଳିବ ନୂଆ ସିଲିଣ୍ଡର ନୂଆଦିଲ୍ଲୀ, ୭।୯: ଗତ କିଛି ଦିନ ଧରି ଦେଶରେ ଗ୍ୟାସର ଅଭାବ ଦେଖାଦେଇଥିଲା। ଏହାକୁ ଦୃଷ୍ଟିରେ ରଖି ସରକାର ନିଷ୍ପତ୍ତି ନେଇଥିଲେ ଯେ, ଗୋଟିଏ ଗ୍ୟାସ ସିଲିଣ୍ଡର ବୁକ୍ କରିବାର ୪୫ ଦିନ ପରେ ହିଁ ଦ୍ୱିତୀୟ ସିଲିଣ୍ଡର ବୁକ୍ କରାଯାଇପାରିବ।…