ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼ ଆର୍ଥିକ ଆଶ୍ୱାସନା । ସରକାରଙ୍କ ଦ୍ୱାରା ସିଧାସଳଖ ବ୍ୟାଙ୍କ ଖାତାକୁ ପଠାଯାଉଥିବା ଏହି…