LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ ମଧ୍ୟରେ ଆଲୋଚନା ଏକ ପ୍ରମୁଖ ଆଲୋଚନାର ବିଷୟ ପାଲଟିଛି। ସଞ୍ଜିବ ଏବଂ ପନ୍ତଙ୍କ…