ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ… ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଏହାର ଆକର୍ଷଣ ଅଲଗା। ଏହି ଜଳପ୍ରପାତ ପ୍ରତି ପର୍ଯ୍ୟଟକଙ୍କ ସ୍ବତନ୍ତ୍ର ଆକର୍ଷଣ...