T20 World Cup: ଅଷ୍ଟ୍ରେଲିଆକୁ ଶକ୍ତ ଧକ୍କା! Pat Cummins ଆଉଟ, ଆସିଲା୧୫ ସଦସ୍ୟ ବିଶିଷ୍ଟ ଚୁଡ଼ାନ୍ତ ତାଲିକା ନୂଆଦିଲ୍ଲୀ,୩୧।୧: କ୍ରିକେଟ ଅଷ୍ଟ୍ରେଲିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଏହାର ମୁଖ୍ୟ ଦଳ ଘୋଷଣା କରିଛି। ବୋର୍ଡ ପୂର୍ବରୁ ଏକ ପ୍ରାରମ୍ଭିକ ଦଳ ଚୟନ କରିଥିଲା, ଯେଉଁଥିରେ Pat Cummins ସାମିଲ ଥିଲେ, କିନ୍ତୁ ତାଙ୍କୁ ମୁଖ୍ୟ ଦଳରେ ସାମିଲ କରାଯାଇ…