ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼
କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍ଆର୍ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍ର ପ୍ରସିଦ୍ଧ ‘କୋଲୋସିୟମ’ଠାରୁ ବି ଆକାରରେ ବଡ଼ ଏହି ଗର୍ତ୍ତଟି ପ୍ରାୟ ଦୁଇ ବର୍ଷ ପୂର୍ବେ…

