କିଏ ପାଚେରି ଉପରେ ତ କିଏ ଲଟାବୁଦା ତଳେ ଖାଉଛନ୍ତି ମଧ୍ୟାହ୍ନଭୋଜନ, ଏହି ଦୃଶ୍ୟ ସାମ୍ନାକୁ ଆସିବା ପରେ… ଖଜୁରୀପଡ଼ା,୧୧ା୧୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ସମ୍ମୁଖରେ ଥିବା ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନରେ ଅବ୍ୟବସ୍ଥା ଥିବା ଦେଖିବାକୁ ମିଳିଛି। କିଏ ପାଚେରି ଉପରେ ତ କିଏ ବିଦ୍ୟୁତ ଖୁଣ୍ଟ ପାଖରେ ଆଉ କିଏ ପୁଣି...