Tag Archives: luxmi bus

ଆଉ ଏକ ଲକ୍ଷ୍ମୀବସ୍‌ ଚଳାଚଳ ପାଇଁ ଦାବି ଜଣାଇଲେ ଦନେକବାଡ଼ି ପଞ୍ଚାୟତବାସୀ, ବିଡିଓ କହିଲେ…

ଦାରିଙ୍ଗବାଡ଼ି,୧୧ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦନେକବାଡ଼ି ପଞ୍ଚାୟତ ଅଞ୍ଚଳକୁ ଆଉ ଗୋଟିଏ ଲକ୍ଷ୍ମୀବସ୍‌ ଚଳାଚଳ କରିବାକୁ ଉକ୍ତ ଅଞ୍ଚଳର ଲୋକପ୍ରତିନିଧି, ଏସ୍‌ଏଚ୍‌ଜି ଗ୍ରୁପର ମହିଳାମାନେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ନିକଟରେ ଦାବି କରିଛନ୍ତି। ଦାରିଙ୍ଗବାଡ଼ିଠାରୁ ଦନେକବାଡ଼ି ଦେଇ ସିର୍କାବର୍ଗ…

ଯାତ୍ରୀଙ୍କୁ ନେଇ ଯାଉଥିଲା ଲକ୍ଷ୍ମୀବସ୍‌, ପଶିଗଲା ଜଙ୍ଗଲ ଭିତରେ…

ନିରାକାରପୁର,୧ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ସୋମବାର ଗୋଟେ ବଡ଼ ଅଘଟଣରୁ ବର୍ତ୍ତିଯାଇଛି ଓଡ଼ିଶା ସରକାରଙ୍କ ଲକ୍ଷ୍ମୀ ବସ୍‌। ପ୍ରକାଶ ଯେ, ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲା କାମାଗୁରୁ ପଞ୍ଚାୟତରେ ଥିବା ଏକ କଲେଜ ପାଖରେ ଟାଙ୍କୋଳରୁ କାମାଗୁରୁ ଅଭିମୁଖେ ମହିଳା ପାସେଞ୍ଜରଙ୍କୁ ନେଇ…

ଲକ୍ଷ୍ମୀ ବସ୍‌ ଡ୍ରାଇଭର,କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼

କେନ୍ଦ୍ରାପଡ଼ା,୩ା୧୧: କେନ୍ଦ୍ରାପଡ଼ା ଜିଲା ରାଜନଗରର ମହୁଲିଆ ପଞ୍ଚାୟତର କଣି ଛକରେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀ ବସ୍‌ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଗୁରୁତର ଅବସ୍ଥାରେ ଡ୍ରାଇଭରଙ୍କୁ ରାଜନଗର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କଣି ଛକରେ ଲକ୍ଷ୍ମୀ…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଲକ୍ଷ୍ମୀ ବସ୍‌ ସୁଇପରଙ୍କ ଜୀବନ

ଲୋଇସିଂହା,୧୭ା୮(ସୁଶାନ୍ତ ବାରିକ): ବଲାଙ୍ଗୀର-ବରଗଡ଼ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡଠାରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ଜୀବନ ଚାଲିଯାଇଛି। ମୃତ ଯୁବକ ଜଣକ ହେଲେ ଲୋଇସିଂହା ମିର୍ଦ୍ଧାପଡ଼ାର ସୁମନ୍ତ ପଧାନ(୨୫)। ଦୁର୍ଘଟଣାକୁ…

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ପ୍ରତିବାଦରେ ଘରୋଇ ବସ୍‌ ମାଲିକ ସଂଘର ଆନ୍ଦୋଳନ ନିଷ୍ପତ୍ତି, ପରିବହନ ମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର

ପୁରୁଷୋତ୍ତମପୁର,୨୬ା୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ୍‌ର ମନମୁଖୀ ଓ ବେନିୟମ ଭାବେ ଚଳାଚଳ କରୁଥିବାର ଅଭିଯୋଗକୁ ନେଇ ଏହାର ବିରୋଧରେ ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ମାଲିକ ସଂଘ ସ୍ବର ଉତ୍ତୋଳନ କରିଛନ୍ତି। ଏହାର ପ୍ରତିବାଦରେ ଅଗଷ୍ଟ ୧ରୁ ଧର୍ମଘଟ ସହ…

ଗଞ୍ଜାମରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ/ ସନ୍ତୋଷ ପାଢ଼ୀ): ପ୍ରତି ପଞ୍ଚାୟତରୁ ନିଜ ନିଜ ବ୍ଲକ ଆସିବାକୁ ଆଉ ଅସୁବିଧା ହେବନାହିଁ। ଗ୍ରାମାଞ୍ଚଳର ଲୋକମାନଙ୍କୁ ଉତ୍ତମ ପରିବହନ ସେବା ଯୋଗାଇ ଦେବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?