ସୁପର ବିଳାସପୂର୍ଣ୍ଣ ଘରର ଚାହିଦା ବଢ଼ୁଛି ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର କ୍ରେତାମାନେ ସଫଳତା ଓ ଆକାଂକ୍ଷାକୁ ପ୍ରତିଫଳିତ କରୁଥିବା ସମ୍ପତ୍ତି ପ୍ରତି ଆକର୍ଷିତ...