ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍ ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ। ଏବେ ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟର ସ୍ବାୟତ୍ତତା ପାଇଁ ତାଙ୍କ ପୁଅ...