ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ...