ମା’ ବୁଢ଼ୀ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ ଏମ୍ପି ପ୍ରଦୀପ ପାଣିଗ୍ରାହୀ, ଘଣ୍ଟ-ଢୋଲ ପଟୁଆରରେ… ଗଞ୍ଜାମ,୨୨ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଆଲିଆବାଦ ଗ୍ରାମର ଗ୍ରାମ୍ୟଦେବୀ ମା’ ବୁଢ଼ୀଠାକୁରାଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବ୍ରହ୍ମପୁର ଏମ୍ପି ଡ. ପ୍ରଦୀପ ପାଣିଗ୍ରାହୀ ଯୋଗ ଦେଇଥିଲେ। ଏମ୍ପି ଗ୍ରାମରେ ପହଞ୍ଚିବା…