ଆଜି ମେଲାଣି ନେବେ ମା’, କଟକଣା ଜାରି
ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି…
ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…
ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଭୁବନେଶ୍ବରରେ ୩ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ…

